
05/07/2025
ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ପବିତ୍ର ଅବସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ଆମ ରାଜ୍ୟର ପ୍ରଗତି ସହ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛୁ।
#ଜୟଜଗନ୍ନାଥ